Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ ୪ ଯାଏଁ କାଳବୈଶାଖୀ ବର୍ଷା ! ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ରାଜ୍ୟରେ ୪ ଯାଏଁ କାଳବୈଶାଖୀ ବର୍ଷା ! ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

utkala khabar
Last updated: April 2, 2025 11:24 am
utkala khabar
Published April 2, 2025
Share
SHARE

ଭୁବନେଶ୍ୱର ୦୨/୦୪ : କାଳବୈଶାଖୀ ବର୍ଷା ତାତିରୁ ଆଣିଲା ସାମାନ୍ୟ ଆଶ୍ବସ୍ତି । ରାଜ୍ୟରେ ୪ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା । ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

ଆସନ୍ତାକାଲି ଓ ୪ରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ ।  ଏପ୍ରିଲ ୪ରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆସନ୍ତାକାଲି ପାଇଁ ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୫ ତାରିଖ ପରେ ପୁଣି ପାଗରେ ପରିବର୍ତ୍ତନ ହେବ ।

You Might Also Like

୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଆଜି ଏପ୍ରିଲ ୧ ଉତ୍କଳ ଦିବସ ,ଆଜିର ଦିନରେ ସ୍ୱତନ୍ତ୍ର ପ୍ରଦେଶ ରୂପେ ଜନ୍ମଲାଭ କରିଥିଲା ଓଡ଼ିଶା

ଜାଣିଛନ୍ତି ଅଯୋଧ୍ୟା ରାମ ମନ୍ଦିରର ପୂଜକମାନେ କେତେ ଦରମା ନିଅନ୍ତି ? ଫେଲ୍ ମାରିବ ସରକାରୀ ଚାକିରି…

ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ମୌସୁମୀ ପାଇଁ ପଞ୍ଚାୟତ ଉପ ନିର୍ବାଚନକୁ ସ୍ଥଗିତ ରଖିବାକୁ ରାଜ୍ୟ କମିଶନଙ୍କ ବଡ ନିଷ୍ପତ୍ତି

TAGGED:#kalbaisakhi#kalbaisakhi alert#utkal khabar#weather#yellow warning
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?