Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆସୁଛି ବଡ଼ ଲଘୁଚାପ ! କାଲିଠୁ ପ୍ରବଳ ବର୍ଷା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆସୁଛି ବଡ଼ ଲଘୁଚାପ ! କାଲିଠୁ ପ୍ରବଳ ବର୍ଷା

utkala khabar
Last updated: April 7, 2025 11:59 am
utkala khabar
Published April 7, 2025
Share
SHARE

ପ୍ରବଳ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ବସ୍ତି । ତେବେ ଆଜି ମଧ୍ୟ କାଳବୈଶାଖୀ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଥିବା ବେଳେ ଅଧିକାଂଶ ଜିଲ୍ଲାରେ ପାଗ ସୁଖିଲା ରହିଥିଲା ।

ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି । ଫଳରେ ଦିନର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ସହରରେ ଦିନର ତାପମାତ୍ରା କମ ରହିଛି ।ପୁଣି ଆସୁଛି ବର୍ଷା । ବଙ୍ଗୋପ ସାଗରରେ ପୁଣି ଆସୁଛି ଲଘୁଚାପ । ରାଜ୍ୟରେ ବଦଳିବ ପାଗ । ତାତି ଓ ଗରମରୁ ମିଳିବ ଆଶ୍ବସ୍ତି । ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କଲାଣି ପାଣିପାଗ ବିଭାଗ ।

ଆସୁଛି ଲଘୁଚାପ । ହେବ ବଡ଼ ବର୍ଷା । ଆସନ୍ତା ଏପ୍ରିଲ ୮ ତାରିଖ ପରେ ପୁଣି ରାଜ୍ୟରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ୮ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ତେବେ ଏପ୍ରିଲ ୮ ତାରିଖରୁ ପୁଣି ରାଜ୍ୟରେ ପାଗ ବଦଳିବାର ସମ୍ଭାବନା ରହିଛି । ପୁଣି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଦେଖିବାକୁ ମିଳିବ। ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

 

You Might Also Like

ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପ୍ରତିକ୍ରିୟା

କାଳବୈଶାଖୀ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍

ହୁ ହୁ ହୋଇ ଜଳିଗଲା ବ୍ୟାଟେରୀ ସ୍କୁଟି

ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା, କଟକଣା ଲଗାଇଲେ ରାଜ୍ୟ ସରକାର

TAGGED:#bay of bengal#high alert#low pressure#odisha#rain alert#weather
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?