Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍

utkala khabar
Last updated: April 8, 2025 12:06 pm
utkala khabar
Published April 8, 2025
Share
SHARE

ପୁରୀ ୦୮ /୦୪: ଜଳିଗଲା ଟୁରିଷ୍ଟ ବସ୍ । ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍ । ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

ସେହିପରି ଆଜି ସକାଳୁ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛ ପଟେ ଅଗ୍ନିକାଣ୍ଡ ଘଟିଥିଲା । ହୁତୁ ହୁତୁ ହୋଇ ଜଳିଗଲା ପୁରୁଣା ବ୍ୟାରିକେଡ । ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ ରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା । ହେଲେ କାହାର କିଛି କ୍ଷତି ଘଟିନାହିଁ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

You Might Also Like

ଆମ ବସରେ ଯାଉଥିଲେ ସାବଧାନ, ଲୁଟ ବେଳେ ୭ ଲୁଟେରାଙ୍କୁ କାବୁ କଲେ ବସ କର୍ମଚାରୀ

ପୁଣି ଥରେ ଦାଦନ ଶ୍ରମିକଙ୍କ ଶବ ନିଜ ଗାଁ ଭିଟାମାଟିକୁ ଫେରିଲା

ଆହୁରି ୩ ଦିନ ଗୁଳୁଗୁଳି, ତାପମାତ୍ରା ୪୦ ଡିଗ୍ରୀ ଉପରେ

ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ

ଭାରତର ବୀର ସୈନିକମାନେ ସଂକଳ୍ପର ସମ୍ମାନ ରକ୍ଷା କରିଛନ୍ତି, : ମୁଖ୍ୟମନ୍ତ୍ରୀ

TAGGED:#burnt down#bus stand#Fire breaks out#maltipatpur#odisha#puri#tourist bus#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?