Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

utkala khabar
Last updated: April 14, 2025 11:58 am
utkala khabar
Published April 14, 2025
Share
SHARE

ଭୁବନେଶ୍ୱର ୧୪ /୦୪ : ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ପୋଲିସ ।  ବିଭିନ୍ନ ସ୍ଥାନରୁ ବାହାରିବ ଶୋଭାଯାତ୍ରା ।  ଏହାକୁ ଦୃଷ୍ଟିରେ ରଖି  ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ହୋଇଛି ।  ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।  ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନଜର ରଖିବ ୬୫୦ ସିସିଟିଭି ।  ୪୦ଟି ଡ୍ରୋନରେ ଶୋଭାଯାତ୍ରାର ମନିଟରିଂ ହେବ ।

ଧାର୍ମିକ ସ୍ଥଳ ଗୁଡିକରେ ପୋଲିସ ପିକେଟିଂ କରୁଛି ।  ସୋସିଆଲ୍ ମିଡିଆ ପୋଷ୍ଟ ଉପରେ କଡ଼ା ନଜର ରହିଛି ।  ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ କରାଯାଇଛି ।  ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର ।  ସମଗ୍ର ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ସହରକୁ ଜଗିବେ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ। ରାପିଡ୍ ଆକ୍ସନ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି। ବଡ଼ ବଡ଼ ୧୦ଟି ଏଲଇଡି ଓ ଡ୍ରୋନ ଦ୍ବାରା ସହର ଉପରେ ନଜର ରଖାଯାଇଛି। ଏହାସହ ଅପରାହ୍ନ ୩ଟାରୁ ରାତି ୯ଟା ଯାଏ ଧନୁପାଲିରୁ ଟାଉନ ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ ରହିବ ।  ସେହିପରି ଧନକଉଡାରୁ ଟାଉନ ପର୍ଯ୍ୟନ୍ତ ରାତି ୧୦ଟା ଯାଏ , ଅଇଁଠାପାଲିରୁ ଟାଉନ ପର୍ଯ୍ୟନ୍ତ ରାତି ୯ଟା ଏବଂ ସରଲାକାନିରୁ ଟାନ ପର୍ଯ୍ୟନ୍ତ ରାତି ୯ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ବନ୍ଦ ରହିବ ।

You Might Also Like

ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ

ବିଚ୍ ରାସ୍ତାରେ ବୁଲିଲା ଖଣ୍ଡା, ଯୁବକଙ୍କୁ ରାସ୍ତାରେ ଗୋଡ଼ାଇଲେ ଦୁର୍ବୃତ୍ତ

ସମୁଦ୍ର ମୁହାଁ ହେଲେ କୁନି କୁନି ଅଲିଭ ରିଡଲେ

ରାଜ୍ୟରେ ଆହୁରି ବଢିବ ତାତି, ୨ରୁ ୪ ଡିଗ୍ରୀ ବଢିପାରେ ପାରଦ

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ

TAGGED:#high alert#odisha200 Platoon policemaintain law orderSambalpur
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?