Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ, ବିନ୍ଦୁସାଗର କୂଳରେ ତିଳତର୍ପଣ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ, ବିନ୍ଦୁସାଗର କୂଳରେ ତିଳତର୍ପଣ

utkala khabar
Last updated: April 17, 2025 12:17 pm
utkala khabar
Published April 17, 2025
Share
SHARE

ଭୁବନେଶ୍ୱର ୧୭/୦୪ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତିଳତର୍ପଣ । ଭୁବନେଶ୍ୱର ବିନ୍ଦୁସାଗର କୂଳରେ ବିଜେଡି ପକ୍ଷରୁ ଆୟୋଜିତ ତିଳତର୍ପଣ କାର୍ଯ୍ୟକ୍ରମରେ ବିଜେଡିର ପ୍ରମୁଖ ନେତା, କାର୍ଯ୍ୟକର୍ତ୍ତାଙ୍କ ସମେତ ସାଧାରଣ ଲୋକେ ମଧ୍ୟ ସାମିଲ ହୋଇଥିଲେ । ରଘୁପତି ରାଘବ ରାଜରାମ ଧ୍ୱନିରେ ବିନ୍ଦୁସାଗର କୂଳରେ ବିଜୁ ବାବୁଙ୍କ ସ୍ମୃତିଚାରଣ କରାଯାଇଛି ।

ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କ ଅବଦାନକୁ ସ୍ମରଣ କରାଯାଇଛି । ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ବିଏମସି ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଅନ୍ୟ ଉପସ୍ଥିତ ନେତା, କାର୍ଯ୍ୟକର୍ତ୍ତା ଓ ଲୋକେ ରୀତିନୀତି ଅନୁଯାୟୀ ବିନ୍ଦୁସାଗରରେ ତିଳତର୍ପଣ କରିଛନ୍ତି ।

You Might Also Like

କମିଲା କାଳବୈଶାଖୀ, ୪୩ ଟପିଲା ପାରଦ କଲବଲ କରୁଛି ଅସହ୍ୟ ଗୁଳୁଗୁଳି

କେମିତି କଟିବ ଆଜିର ଦିନଟି

ଖରାଦିନେ ଖାଆନ୍ତୁ ସପୁରୀ

ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୩୬ଘଣ୍ଟାରେ ଅବପାତରେ ପରିଣତ

ଭାଙ୍ଗିଲା ଟ୍ରମ୍ପ-ମସ୍କଙ୍କ ଯୋଡ଼ି

TAGGED:#bhubaneswar#odisha news#UTKALA KHABARBiju pattnaikSraddha dayTilatarpan Program
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?