Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଅକ୍ଷୟ ତୃତୀୟାରେ କମିଲା ସୁନା ଓ ରୂପା ଦର, ଜାଣନ୍ତୁ କେଉଁଠି କେତେ ଅଛି ଦର ?
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ବାଣିଜ୍ୟ

ଅକ୍ଷୟ ତୃତୀୟାରେ କମିଲା ସୁନା ଓ ରୂପା ଦର, ଜାଣନ୍ତୁ କେଉଁଠି କେତେ ଅଛି ଦର ?

utkala khabar
Last updated: April 30, 2025 12:19 pm
utkala khabar
Published April 30, 2025
Share
SHARE

ଭାରତ ୩୦/୪ : ଆଜି ହେଉଛି ପବିତ୍ର  ଅକ୍ଷୟ ତୃତୀୟା । ଆଜି କମିଛି ସୁନା, ରୁପା ଦର । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୮୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ଵରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୧୨୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୯୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୯୭୦ ଓ ୮୯,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୫୦୦ ଟଙ୍କା ହୋଇଛି ।

 

 

You Might Also Like

ବ୍ରେକଅପ ପରେ ଏହି ଯୁବକଙ୍କ ପ୍ରେମରେ ପଡିଲେ ତାରା ସୁତାରିୟା

ଆଜି ହେଉଛି ଗୁରୁବାର କେମିତି କଟିବ ଆଜିର ଦିନଟି ଜାଣନ୍ତୁ

କଲମା ପଢ଼ି ନପାରିବାରୁ ଶୁଭମଙ୍କୁ ଗୁଳି କରି ମାରିଲେ ଆତଙ୍କବାଦୀ

ମହାନଦୀରେ ସ୍କୁବା ଡାଇଭିଂ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଆଜି ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

TAGGED:#UTKALA KHABARAkshaya TritiyaBusiness newsgold priceUpdate price
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?