Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

utkala khabar
Last updated: May 1, 2025 12:07 pm
utkala khabar
Published May 1, 2025
Share
SHARE

ରାଜ୍ୟ ୦୧/୪ : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା  । ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର , ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ଆଗାମୀ  ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

 

You Might Also Like

ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ

ଜଙ୍ଗଲୀ ପକ୍ଷୀଙ୍କ ପାଇଁ ପାଣି ଓ ଖାଦ୍ୟର ବ୍ୟବସ୍ଥା କଲେ ସ୍ଵେଛାସେବୀ ସଂଗଠନ

ପରଲୋକରେ ପୂର୍ବତନ ବିଧାୟକ

କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା, ୭ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

କ୍ୟାଲସିୟମ କାର୍ବାଇଡ ବ୍ୟବହାର ଉପରେ କଟକଣା ଲାଗୁ କଲା FSSAI

TAGGED:#kalabaisakhi#odisha#weather newsRain allert
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?