Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କେନ୍ଦ୍ର ସରକାରଙ୍କ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ଜାତିଭିତ୍ତିକ ଜନଗଣନାକୁ ଅନୁମତି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

କେନ୍ଦ୍ର ସରକାରଙ୍କ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ଜାତିଭିତ୍ତିକ ଜନଗଣନାକୁ ଅନୁମତି

utkala khabar
Last updated: May 1, 2025 1:08 pm
utkala khabar
Published May 1, 2025
Share
SHARE

ଭାରତ ୦୧/୪ : କେନ୍ଦ୍ର ସରକାରଙ୍କ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର । ଆଗାମୀ ଜନଗଣନାରେ ଜାତି ଭିତ୍ତିକ ଗଣନା କରାଯିବ । ଜାତି ଜନଗଣନା ପାଇଁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି । କ୍ୟାବିନେଟ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ।ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ହୋଇଛି ବଡ଼ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ଜନଗଣନା ଜାତି ଭିତ୍ତିକ ହେବ ବୋଲି ସରକାର ଘୋଷଣା କରିଛନ୍ତି । ଏହାସହିତ ବୈଠକରେ ଚାଷୀଙ୍କ ପାର୍ଇ ବଡ଼ ନିଷ୍ପତ୍ତି ନିଆଯାଇଛି ।କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ପରେ ବିରୋଧୀ ଜାତି ଜନଗଣନାକୁ ବିରୋଧ କରିଛନ୍ତି । ସେମାନେ କହିଛନ୍ତି, ୧୯୪୭ ପରେ ଜାତି ଜନଗଣନା ହୋଇନାହିଁ । କଂଗ୍ରେସ ଜାତି ଜନଗଣନା ବଦଳରେ ଜାତି ସର୍ଭେ କରିଥିଲା ।

ତେବେ ଜାତି ଜନଗଣନା ହେଲେ ସମାଜରେ କେଉଁ ଜାତିର କେତେ ଲୋକ ଅଛନ୍ତି ଏ ବିଷୟରେ ବିସ୍ତୃତ ହିସାବ ମିଳିପାରିବ । ଫଳରେ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ ସଠିକ ଭାବେ ହୋଇପାରିବ । ପୂର୍ବରୁ ଏ ନେଇ ବିରୋଧୀ ଦାବି କରିଆସୁଥିଲେ । ପଛୁଆ ବର୍ଗଙ୍କ ସଂଖ୍ୟା ଅଧିକ ତେଣୁ ସେମାନଙ୍କୁ ଅଗ୍ରାଧିକାର ଦିଆଯିବା ଉଚିତ ବୋଲି ବିରୋଧୀ କହିଥିଲେ । ତେଣୁ ତାଙ୍କ ସରକାର ଆସିଲେ ଜାତି ଜନଗଣନା ନିଶ୍ଚୟ କରାଇବେ ବୋଲି କହିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି ।

You Might Also Like

ଆସନ୍ତାକାଲି ବାଜିବ ସାଇରନ୍, ଜାଣନ୍ତୁ ଏହି ସମୟରେ ଭୟଭୀତ ନ ହୋଇ କରିବେ କଣ ?

ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ମୁହଁ ଖୋଲିଲା ପାକିସ୍ତାନ

ଆଜିଠୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୪ଟି ରାଜ୍ୟ ଗସ୍ତ

ସକାଳେ ଖାଲି ପେଟରେ ଉଷୁମ ପାଣି ପିଇବା ଅତ୍ୟନ୍ତ ଲାଭଦାୟକ

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

TAGGED:#india#UTKALA KHABARCaste censusCountry
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?