Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ମାଟ୍ରିକ ରେଜଲ୍ଟ, ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ମାଟ୍ରିକ ରେଜଲ୍ଟ, ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳ

utkala khabar
Last updated: May 2, 2025 11:33 am
utkala khabar
Published May 2, 2025
Share
SHARE

ଭୁବନେଶ୍ୱର ୦୨/୫ :  ମାଟ୍ରିକ ରେଜଲ୍ଟ । ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ ।  ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଯେଉଁ ଠାରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ । ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ ।

ଚଳିତ ବର୍ଷ୫ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।  ମାଟ୍ରିକ ପରୀକ୍ଷାର୍ଥୀ ୬୦୦ ନମ୍ବରରେ ପରୀକ୍ଷା ଦେଇଥିଲେ । ସେଥିରୁ ୫୦ ମାର୍କ ସବଜେକ୍ଟିଭ ଥିବା ବେଳେ ୫୦ ମାର୍କ ଅବଜେକ୍ଚିଭ ଥିଲା । ମାଟ୍ରିକ ସହ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର ଏକା ସହିତ ମୂଲ୍ୟାୟନ କରାଯାଇଛି । ତେବେ ଚଳିତ ବର୍ଷ ସାମାଜିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଥିଲା ।

ପରୀକ୍ଷା କିପରି ତ୍ରୃଟିଶୂନ୍ୟ ହେବ ସେଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।  ଏଥର 286ଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ପିଲା ପରୀକ୍ଷା ଦେଇଥିବା ବେଳେ 314ଟି ନୋଡାଲ ସେଣ୍ଟରର ଭିଡିଓ ଲାଇଭ କରାଯାଇଥିଲା । ଏଆଇ କ୍ୟାମେରା ମାଧ୍ୟମରେ ପରୀକ୍ଷାକୁ ନଜର ରଖାଯାଇଥିଲା । ଏଥିପାଇଁ ବୋର୍ଡ ରୁମରେ କଣ୍ଟ୍ରୋଲ ରୁମ କରାଯାଇଥିଲା । ଏଥର ପରୀକ୍ଷା ତ୍ରୁଟିଶୂନ୍ୟ ହୋଇଥିବା ପୂର୍ବରୁ ବୋର୍ଡ କର୍ତ୍ତୃପକ୍ଷ କହିଥିଲେ ।

You Might Also Like

ବିରାଟ-ଅନୁଷ୍କାଙ୍କୁ କ’ଣ କହିଲେ ପ୍ରେମାନନ୍ଦ ମହାରାଜ ?

ବଡ ପରଦାରେ ଦେଖିବାକୁ ମିଳିବ ଏପିଜେ ଅବଦୁଲ କଲାମଙ୍କ ବାୟୋପିକ୍

୩୪ ନିଖୋଜ ଶିଶୁ ଉଦ୍ଧାର

ଖୁବଶୀଘ୍ର ଆରମ୍ଭ ହେବ ଇଣ୍ଡିଆନ ପ୍ରିମିଆର ଲିଗ ୨୦୨୫ ମ୍ୟାଚ

ବେଙ୍ଗାଲୁରୁର ବିଜୟ ଉତ୍ସବ ବେଳେ ଦଳାଚକଟାରେ ୧୧ଜଣ ମୃତ

TAGGED:#bhubaneswar#matric exam#odisha#UTKALA KHABARHigh School CertificateResult
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?