Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା, ସତର୍କ ସୂଚନା ଜାରି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା, ସତର୍କ ସୂଚନା ଜାରି

utkala khabar
Last updated: May 5, 2025 12:26 pm
utkala khabar
Published May 5, 2025
Share
SHARE

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତେବେ ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି ।

ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । ୬ ତାରିଖ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

You Might Also Like

ତହବୁର ରାଣାକୁ ହୋଇପାରେ ଖୁବ ଶୀଘ୍ର ଫାଶୀଦଣ୍ଡ

ଆଇପିଏଲ୍ ମଝିରେ ଟେଷ୍ଟ କ୍ରିକେଟରୁ ଅବସର ନେଲେ ରୋହିତ ଶର୍ମା

ଧର୍ମ ପରିବର୍ତ୍ତନ କରିବା ପଡିଲା ମହଙ୍ଗା, ମୃତଦେହ ପୋତିବାକୁ ଦେଲେନି ଲୋକେ

ଏପ୍ରିଲ ୨୧ ତାରିଖ ସୋମବାର, କେମିତି କଟିବ ଆଜିର ଦିନ

ବାଥରୁମରେ କାହିଁକି ବିନ୍ଦୀ ବାହାର କରିବା ଉଚିତ ନୁହେଁ ଜାଣନ୍ତୁ

TAGGED:#kalabaisakhi#UTKALA KHABAR#weather newsClimateRain allertRainfall
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?