Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

utkala khabar
Last updated: May 14, 2025 1:03 pm
utkala khabar
Published May 14, 2025
Share
SHARE

ଭାରତ ୧୪/୫ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ । ୨୩ ନଭେମ୍ବର ୨୦୨୫ରେ ଜଷ୍ଟିସ୍‍ ବି.ଆର. ଗବାଇ ଅବସର ନେବେ । ସେ ୧୯୬୦ ମସିହା ନଭେମ୍ବର ୨୪ରେ ମହାରାଷ୍ଟ୍ରରେ ଜନ୍ମଗ୍ରହଣ କରିଥିଲେ । ୧୯୮୫ମସିହାରେ ଓକିଲାତି କରିବା ଆରମ୍ଭ କରି ୨୦୧୯ରେ ସୁପ୍ରିମକୋର୍ଟରେ ବିଚାରପତି ଭାବେ ପଦୋନ୍ନତି ପାଇଥିଲେ । ମଙ୍ଗଳବାର ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ୍‍ ସଞ୍ଜୀବ ଖାନ୍ନା । ଆଇନଜୀବୀ ଓ ବିଚାରପତିଙ୍କ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

You Might Also Like

ତା‌ଲିବାନ ମନ୍ତ୍ରୀଙ୍କ ସହ ବାର୍ତ୍ତାଳପ କରି ଧନ୍ୟବାଦ ଜଣାଇଲେ ଜୟଶଙ୍କର

ଆହୁରି ୩ ଦିନ ବର୍ଷିବ

ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ତିନିବର୍ଷ ପାଇଁ ବାସନ୍ଦ ହେଲେ ଶ୍ରୀସନ୍ଥ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରାୟ ୧୨ ଲକ୍ଷ ଆଡଭାନ୍ସ ବୁକିଂ ବାତିଲ

TAGGED:#UTKALA KHABARIndia PresidentNatioanal NewsSmt Droupadi Murmu
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?