Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଗୁଜରାଟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ JN.1ର ଲକ୍ଷଣ କଣ ?
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ଗୁଜରାଟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ JN.1ର ଲକ୍ଷଣ କଣ ?

utkala khabar
Last updated: May 23, 2025 1:47 pm
utkala khabar
Published May 23, 2025
Share
SHARE

ଗୁଜରାଟ ୨୩/୫ : ଦେଶରେ ଆତଙ୍କ ଖଳାଉଛି କରୋନା ଲହରୀ । ପୁଣି କଡ଼ ଲେଉଟାଇଲା କରୋନା । ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଗୁଜରାଟରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ୧୫ ଜଣ କରୋନା ପଜିଟିଭ ଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ଆକ୍ରାନ୍ତ ଏବେ ସଙ୍ଗରୋଧରେ ଥିବାବେଳେ ଅହମଦାବାଦ ସହରରେ ୧୩ ଜଣ ଏବଂ ଗ୍ରାମାଞ୍ଚଳରେ ୨ ଜଣ ଥିବା ଜଣାପଡିଛି ।

ଓମିକ୍ରନ ପ୍ରଜାତିର ଏହି ଭୂତାଣୁ ହୋଇଥିବା ବେଳେ ଲୋକଙ୍କୁ ଭୟଭୀତ ନହେବାକୁ ପରାମର୍ଶ ଦିଆଯାଇଛି । ଡାକ୍ତରମାନେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ଓ ହାତ ଧୋଇବା ଭଳି ସୁରକ୍ଷା ନିୟମ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । କରୋନାର ସାଧାରଣ ଲକ୍ଷଣ ହେଉଛି- ଜ୍ୱର, କାଶ, ଗଳା ଯନ୍ତ୍ରଣା, ମୁଣ୍ଡବିନ୍ଧା, ଥକ୍କାପଣ ଏବଂ ମାଂସପେଶୀ ଯନ୍ତ୍ରଣା, ଭୋକ ନହେବା, ବାନ୍ତି ହେବା, ପାକସ୍ଥଳୀରେ ସମସ୍ୟା ଦେଖାଦେବା ।

 

You Might Also Like

ପାକିସ୍ତାନରେ ବି ବାଜିବନି ଭାରତୀୟ ଗୀତ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଲଗାଇଦେଲେ ନିଆଁ, ଛକର ନାଁକୁ ନେଇ ଥିଲା ବିବାଦ

ସ୍ୱାସ୍ଥ୍ୟ ସଚିବ : ରାଜ୍ୟରେ କୋଭିଡ ସଂକ୍ରମ ପାଇଁ ବ୍ୟସ୍ତ ହୁଅନ୍ତୁ ନାହିଁ

ଦିନରେ ଅସହ୍ୟ ଗୁଳୁଗୁଳି, ରାତିରେ କାଳବୈଶାଖୀ, ୨୮ରେ ବଙ୍ଗୋପସାଗରରେ ଲଘୁଚାପ

ଆଜିର ରାଶିଫଳ ଜାଣନ୍ତୁ

TAGGED:#UTKALA KHABARCorona virus 2025JN.1Natioanl NewsPositive
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?