Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମୋଦିଙ୍କୁ ରଥ ଯାତ୍ରା ଦେଖିବାକୁ ନିମନ୍ତ୍ରଣ କରିଲେ ମୁଖ୍ୟମନ୍ତ୍ରୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମୋଦିଙ୍କୁ ରଥ ଯାତ୍ରା ଦେଖିବାକୁ ନିମନ୍ତ୍ରଣ କରିଲେ ମୁଖ୍ୟମନ୍ତ୍ରୀ

utkala khabar
Last updated: May 26, 2025 4:11 pm
utkala khabar
Published May 26, 2025
Share
SHARE

ଭୁବନେଶ୍ୱର ୨୬/୫ : ପୁଣି ଓଡିଶା ଆସିବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରଥଯାତ୍ରା ଦେଖିବାକୁ ଆସିବେ ମୋଦି । ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହିକ୍ରମରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍‌ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।

You Might Also Like

ଆଜି ହେଉଛି ବିଶ୍ଵ ମ୍ୟାଲେରିଆ ଦିବସ

ମାଛ ଜାଲରେ ପଡିଲା ୮ ଫୁଟର ଅଜଗର ସାପ

ଫ୍ରାନସ ଠାରୁ ୨୬ଟି ରାଫେଲ କିଣିବ ଭାରତ, ୬୩ ହଜାର କୋଟିର ଡିଲ

ଦୁଷ୍କର୍ମ ଦୃଶ୍ୟ ସୁଟିଙ୍ଗ ହେବା ସମୟରେ ଥରି ଉଠିଥିଲେ ଦିଆ ମିର୍ଜା

ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ

TAGGED:#mohan charan majhi#UTKALA KHABARIndia Prime MinisterNarendra ModiOdisha Chief Minister
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?