Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ

utkala khabar
Last updated: May 28, 2025 11:36 am
utkala khabar
Published May 28, 2025
Share
SHARE

ଭୁବନେଶ୍ବର ୨୮/୫ : ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ । ସକ୍ରିୟ ଲଘୁଚାପ ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ । ଲଘୁଚାପ କ୍ଷେତ୍ର ଉତ୍ତର ଆଡ଼କୁ ଗତି କରି ଆହୁରି ଅଧିକ ଘନୀଭୂତ ହେବ । ଲଘୁଚାପ ପ୍ରଭାବର ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲା ଜଗତସିଂହପୁର, ପୁରୀ, କଟକ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC ।

You Might Also Like

ଖୁବ୍ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Oppo A5 Pro 5G, ଜାଣନ୍ତୁ ଏହାର ପ୍ରାଇସ୍ ଏବଂ ଫିଚର୍ସ

୨୪ରୁ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର, ପୁରୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବଡ ପରଦାରେ ଦେଖିବାକୁ ମିଳିବ ଏପିଜେ ଅବଦୁଲ କଲାମଙ୍କ ବାୟୋପିକ୍

ମୌସୁମୀ ପାଇଁ ପଞ୍ଚାୟତ ଉପ ନିର୍ବାଚନକୁ ସ୍ଥଗିତ ରଖିବାକୁ ରାଜ୍ୟ କମିଶନଙ୍କ ବଡ ନିଷ୍ପତ୍ତି

ଜାଣନ୍ତୁ ଆଜିର କେମିତି କଟିବ ଆପଣଙ୍କ ଦିନ

TAGGED:#bay of bengal#low pressure#UTKALA KHABAR#weather newsHeavy rainfall
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?