Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କେମିତି କଟିବ ଆଜିର ଦିନଟି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

କେମିତି କଟିବ ଆଜିର ଦିନଟି

utkala khabar
Last updated: June 2, 2025 11:14 am
utkala khabar
Published June 2, 2025
Share
SHARE

ମେଷ– ପ୍ରତିରୋଧର ଶିକାର ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣର ଯୋଗ ରହିଛି। ବ୍ୟବସାୟରେ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ।

ବୃଷ– କୃଷ୍ଣ ପକ୍ଷ ଚତୁର୍ଥ ଚନ୍ଦ୍ର ରହିଥିବାରୁ ଆର୍ଥିକ ସମସ୍ୟା ଦେଖାଦେଲେ ମଧ୍ୟ ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ।

ମିଥୁନ– କର୍ମଚଞ୍ଚଳ ହୋଇ କାର୍ଯ୍ୟ କରିବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିବ। ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି।

କର୍କଟ– ରାଶିକୁ ଘାତ ଚନ୍ଦ୍ର। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମନେ କରିପାରନ୍ତି।

ସିଂହ– ରାଶିକୁ ଶ୍ରୀ ଚନ୍ଦ୍ର ଯୋଗ ରହିଛି। ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ। ଅଳଙ୍କାର କ୍ରୟ କରିପାରନ୍ତି।

କନ୍ୟା– ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ। ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ।

ତୁଳା– ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ।

ବିଛା–  ନୂଆ ଚାକିରି ପ୍ରାପ୍ତ ହୋଇପାରେ। ଅନେକ ସୁଖ ସମ୍ମାନ ଲାଭର ଯୋଗ ରହିଛି। ଇଚ୍ଛା କରିଥିବା କାର୍ଯ୍ୟ ସଫଳ ହେବ।

ଧନୁ– ସେବା ପୂଜାରେ ମନୋନିବେଶ କରିବେ। କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ଘରକୁ ବନ୍ଧୁଙ୍କ ଆଗମନ ହେବ।

ମକର– ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ।

କୁମ୍ଭ– ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ। ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି।

ମୀନ– ସବୁ କର୍ମରେ ସଂପୂର୍ଣ୍ଣ ଯୋଗଦାନ ଦେବେ। ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନରେ ମଧ୍ୟମ ଫଳ ପ୍ରାପ୍ତ ହେବ।

You Might Also Like

ଖରାଦିନରେ ସପେଟାର ଫାଇଦା, ଶରୀର ପାଇଁ ବେଶ୍ ଲାଭଦାୟକ

ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

ଆଇପିଏଲ ଇତିହାସର ସର୍ବକନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ

ବିଜେପି ବିଧାୟକ ପଢିବେ ପାଠ, ପୁରୀ କର୍ମଶାଳାରେ ନଡ୍ଡା ଦେବେ କର୍ମୀଙ୍କୁ ଗୁରୁମନ୍ତ୍ର

TAGGED:#horoscope#UTKALA KHABARAstrology NewsRashifal 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?