Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୧୫କୁ ବୃଦ୍ଧି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ରାଜ୍ୟରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୧୫କୁ ବୃଦ୍ଧି

utkala khabar
Last updated: June 2, 2025 4:21 pm
utkala khabar
Published June 2, 2025
Share
SHARE

ରାଜ୍ୟ ୨/୬ :  ରାଜ୍ୟରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ପୂର୍ବରୁ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ରବିବାର ଆଉ ୩ଟି କେସ୍ ଆସିଛି । ଏ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ  ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ଢେର ଅଧିକ ବଢ଼ୁନି । ବ୍ୟସ୍ତ ହେବାର କୌଣସି କାରଣ ନାହିଁ । ଏବେ ଲକ୍ଷଣ ଦେଖାଦେଲେ, କେବଳ ଗୁରୁତର ରୋଗୀଙ୍କ କୋଭିଡ୍ ପରୀକ୍ଷା କରାଯାଉଛି ।

ଯେତିକି ପରୀକ୍ଷା ହେଉଛି, ସେଥିରୁ ବହୁତ କମ୍ ପଜିଟିଭ ଆସୁଛି । ଲୋକମାନଙ୍କୁ ପରାମର୍ଶ, ସତର୍କତା ଅବଲମ୍ବନ କରନ୍ତୁ । ଜନଗହଳି ସ୍ଥାନକୁ ଯାଆନ୍ତୁ ନାହିଁ । ମାସ୍କ ପିନ୍ଧନ୍ତୁ, ଦରକାର ପଡ଼ିଲେ ଗ୍ଲୋଭସ୍ ବ୍ୟବହାର କରନ୍ତୁ, ହାତ ଧୁଅନ୍ତୁ । ସେହିପରି ଆଗକୁ ହେବାକୁ ଥିବା ପୁରୀ ରଥଯାତ୍ରା ନେଇ ଖୁବ୍‌ଶୀଘ୍ର ପୁରୀରେ ସମୀକ୍ଷା ବୈଠକ ବସିବ । ଏଥିରେ ସ୍ଵାସ୍ଥ୍ୟ ବିଭାଗ ନିଜର ମତ ରଖିବ । ରାଜ୍ୟ ପ୍ରଶାସନ ଯାହା ନିଷ୍ପତ୍ତି ନେବେ ବୋଲି ନୀଳକଣ୍ଠ ମିଶ୍ର କହିଛନ୍ତି ।

You Might Also Like

୫ ଥର ବିଜେତା ଚେନ୍ନାଇ ସୁପର୍ କିଙ୍ଗ୍ସ ଏଥର ସୁପର୍ ଫ୍ଲପ୍ ହୋଇଛି

ସ୍ନାନଯାତ୍ରାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଥମେ କାହା ପାଖରେ ଥିଲା କୋହିନୂର ହୀରା? ଜାଣନ୍ତୁ ଏହାର ପୂରା ଇତିହାସ

ବଜାରକୁ ଆସିବ ନୂଆ ୨୦ ଟଙ୍କିଆ ନୋଟ୍

ମେ ୨ ତାରିଖ ଶୁକ୍ରବାର ଥିବାରୁ କେମିତି କଟିବ ଆଜିର ଦିନ ଜାଣନ୍ତୁ

TAGGED:#odisha#UTKALA KHABARCorona virusCovid-19State news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?