Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କେମିତି କଟିବ ଆଜିର ଦିନଟି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

କେମିତି କଟିବ ଆଜିର ଦିନଟି

utkala khabar
Last updated: June 11, 2025 11:01 am
utkala khabar
Published June 11, 2025
Share
SHARE

ମେଷ– ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ।

ବୃଷ– ଚାକିରିରେ  ପ୍ରଶଂସା ଯୋଗ ରହିଛି। ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନ ପ୍ରାପ୍ତିର ଯଥେଷ୍ଟ ସମ୍ଭାବନା ରହିଛି।

ମିଥୁନ– ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶାରୀରିକ ଓ ମାନସିକ ଖୁସି ମିଳିବ। ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

କର୍କଟ– କର୍ମ କ୍ଷେତ୍ରରେ କିଛି ନୂଆ କରିବା ପାଇଁ ନିଜେ ପଦକ୍ଷେପ ନେଇପାରନ୍ତି। ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ। ପ୍ରେମ ସମ୍ପର୍କ ନିବିଡ଼ ହେବ।

ସିଂହ– କିଛି ଆଶାର ପୂରଣ ନହୋଇପାରିବାରୁ ମନ ବ୍ୟାକୁଳ ହୋଇପାରେ। ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ। ଜରୁରୀ ବସ୍ତୁ କ୍ରୟ କରିପାରନ୍ତି।

କନ୍ୟା– ଉପାର୍ଜନ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିଛି। କିଛି ପୂର୍ବ ସମସ୍ୟାକୁ ନେଇ ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଖାଦ୍ୟରେ ନିୟନ୍ତ୍ରଣ ରଖନ୍ତୁ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିପାରେ।

ତୁଳା– ପରିଶ୍ରମର ଫଳ ପ୍ରାପ୍ତିରେ ବିଳମ୍ବ ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କାଟିବେ। ମୁଣ୍ଡ ବ୍ୟଥା ହୋଇପାରେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ୍ ଶୁଭ  ରହିଛି।

ବିଛା– ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି। ବନ୍ଧୁମାନଙ୍କ ସହ ଆମୋଦ ପ୍ରମୋଦରେ ଦିନଟି କଟିବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି।

ଧନୁ– ଧାର୍ମିକ ଭାବନା ଜାଗ୍ରତ ହେବ। ଛାତ୍ରଛାତ୍ରୀ ମାନେ ସଫଳତା ପ୍ରାପ୍ତ କରିବେ। ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ ବ୍ୟୟ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ।

ମକର– ଶାରୀରିକ ଓ ମାନସିକ ବିକାଶ ହେବ। ଆତ୍ମ ବିଶ୍ୱାସୀ ହେବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ହେବ। ଧୈର୍ଯ୍ୟବାନ ହେବାକୁ ଚେଷ୍ଟା କରନ୍ତୁ। ଦାମ୍ପତ୍ୟ ଜୀବନରେ କିଛି କୁପ୍ରଭାବ ପଡ଼ିପାରେ ।

କୁମ୍ଭ– ଉତ୍ତମ ଆୟର ଯୋଗ ରହିଛି। କର୍ମ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକିଥିବା କାର୍ଯ୍ୟ ପନରାରମ୍ଭ କରିବେ। ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ।

ମୀନ– କର୍ମ ଚଞ୍ଚଳ ହେବେ। ସ୍ଵାସ୍ଥ୍ୟଗତ ସମସ୍ୟା ଯୋଗୁଁ ଖର୍ଚ୍ଚାନ୍ତ ହେବେ। ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ମନ ଅଶାନ୍ତି ରହିବ। ଧୈର୍ଯ୍ୟହରା ହୁଅନ୍ତୁ ନାହିଁ।

You Might Also Like

ଆଜିଠୁ ପୁଣି ୪ ଦିନ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା

ପାରାଦୀପରେ ହେବ ଏକ ନୂଆ ଏୟାରପୋର୍ଟ

ଭାରତର ପ୍ରଚଣ୍ଡ ଆକ୍ରମଣରେ ଛାନିଆ ପାକିସ୍ତାନ, ଯୁଦ୍ଧ ଛାଡି ଭୟରେ ଲୁଚିଲେନି ସେନା

ଧର୍ମ ପରିବର୍ତ୍ତନ କରିବା ପଡିଲା ମହଙ୍ଗା, ମୃତଦେହ ପୋତିବାକୁ ଦେଲେନି ଲୋକେ

୨୫ ବର୍ଷ ପରେ ବଡ଼ ପରଦାରେ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ଧଡ଼କନ’

TAGGED:#astrologer#horoscope#rashifal2025#UTKALA KHABAR
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?