Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆହୁରି ୩ ଦିନ ବର୍ଷିବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆହୁରି ୩ ଦିନ ବର୍ଷିବ

utkala khabar
Last updated: June 11, 2025 12:57 pm
utkala khabar
Published June 11, 2025
Share
SHARE

ରାଜ୍ୟ ୧୧/୬ : ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବିଶେଷ କରି ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ନୂଆପଡା।ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସହ ସ୍ଥଳ ବିଶେଷରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏଥିସହ ରାଜ୍ୟର କିଛି ସ୍ଥାନରେ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆକଳନ ପାଣିପାଗ କେନ୍ଦ୍ର।ଅନ୍ୟପକ୍ଷରେ ପ୍ରବଳ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି ଜନସାଧାରଣ। ସକାଳ ୮ଟା ପରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି।

You Might Also Like

ଆଜିର ଦିନଟି ଆପଣଙ୍କ ପାଇଁ କେମିତି କଟିବ ରାଶିଫଳରୁ ଜାଣନ୍ତୁ

ରାଜନୀତିରେ ଯୋଗ ଦେବେ ରୋହିତ ଶର୍ମା

୪୯ ବର୍ଷ ବୟସରେ ଗର୍ଭବତୀ ହେଲେ କି ଅମିଷା ପଟେଲ, ଭିଡିଓ ପୋଷ୍ଟ ହେଲା ଭାଇରାଲ

ଏୟାରଷ୍ଟ୍ରାଇକ ପରେ ଭାରତର ପ୍ରମୁଖ ବିମାନବନ୍ଦର ବନ୍ଦ, ଆଗାମୀ ନିର୍ଦ୍ଦେଶ ଯାଏଁ ବିମାନ ବାତିଲ

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ତୁର୍କୀ, ତୀବ୍ରତା ୬.୦

TAGGED:#odisha#UTKALA KHABAR#weather newsHeavy rainfallState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?