Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଅପରାଧ

ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର

utkala khabar
Last updated: May 22, 2025 11:00 am
utkala khabar
Published May 22, 2025
Share
SHARE

ଗଞ୍ଜାମ ୨୨/୫ : ଗଞ୍ଜାମରେ ଶୁଭିଲା ଗୁଳି । ରକ୍ତମୁଖା ସାଜିଲା ଭଣଜା । ମାମୁଁକୁ ଗୁଳିମାଡ଼ କରୁଥିବାବେଳେ ମଝିଲେ ଆସିଲେ ମାଇଁ । ମହିଳାଙ୍କ ଦେହରେ ଗୁଳି ବାଜିବାରୁ ସେ ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି ହୋଇଛନ୍ତି । ସେପଟେ ଅଭିଯୁକ୍ତ ଭଣଜା ଜଣକ ଫେରାର ଥିବା ଜଣାପଡ଼ିଛି ।ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର । ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟରେ ଏଭଳି ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏହି ଗୁଳିମାଡ଼ ପରେ ଖଲ୍ଲିକୋଟ ସ୍ଥିତ କୋଦଳା ଥାନା ରାମପଲ୍ଲୀ ଗାଁରେ ଚାଞ୍ଚଲ୍ୟ ଖେଳିଯାଇଛି ।

ମାମୁଁ ଓ ଭଣଜାଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିଲା । କୌଣସି କାରଣରୁ ମାମୁଁକୁ ଗୁଳି ମାରିବାକୁ ଚେଷ୍ଟା କରିଥିଲା ଭଣଜା । ଗୁଳି ଫୁଟାଇବା ବେଳେ ମାଇଁ ସାମ୍‌ନାକୁ ଆସିଥିବାରୁ ଗୁଳି ବାଜିଥିବା ସୂଚନା ରହିଛି । ସମ୍ପୃକ୍ତ ମହିଳାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ସେପଟେ ଗୁଳିମାଡ଼ କରିଥିବା ଅଭିଯୁକ୍ତ ଫେରାର ଥିବା ଜଣାପଡିଛି ।

You Might Also Like

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଲଗାଇଦେଲେ ନିଆଁ, ଛକର ନାଁକୁ ନେଇ ଥିଲା ବିବାଦ

ଶିଶୁ ବାଟିକା : ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’

ଜମ୍ମୁ-କାଶ୍ମୀର ପହଲଗାମର ଆକ୍ରମଣକୁ ନିନ୍ଦା କଲେ ମାହିରା ଖାନ୍

ବଡ଼ ଆକ୍ସନ ନେଲା ଭାରତ, ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲା

ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ : ସମସ୍ତ ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ

TAGGED:#UTKALA KHABARCrime NewsGanjamState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?