Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୫ ରାଶିରେ ଦୁର୍ଲଭ ସଂଯୋଗ, ଧନ-ସମ୍ପତ୍ତି ମିଳିବ, ଚାକିରିରେ ପ୍ରମୋସନ ନିଶ୍ଚିତ !
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

୫ ରାଶିରେ ଦୁର୍ଲଭ ସଂଯୋଗ, ଧନ-ସମ୍ପତ୍ତି ମିଳିବ, ଚାକିରିରେ ପ୍ରମୋସନ ନିଶ୍ଚିତ !

utkala khabar
Last updated: April 7, 2025 1:48 pm
utkala khabar
Published April 7, 2025
Share
SHARE

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ : ସପ୍ତାହରୁ ଚାଲି ଆସୁଥିବା ସମସ୍ୟା ଏବଂ ଚଚିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶି ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।

ମିଥୁନ : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

କର୍କଟ : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

 

ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

କନ୍ୟା : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ । ଛାତ୍ରଚାତ୍ରୀଙ୍କ ପାଇଁ ଦିନଟି ଭଲ । ଶୁଭ ସମ୍ବାଦ ମିଳିବ ।

ତୁଳା : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ । କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା: ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ଧନୁ: ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।

ମକର : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

କୁମ୍ଭ : ଆଜି କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆଶାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣଙ୍କୁ ନିରାଶ ହେବାକୁ ପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।

ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

 

 

You Might Also Like

ଏପ୍ରିଲ ୦୧ ତାରିଖ, ମଙ୍ଗଳବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

କେମିତି କଟିବ ଆଜିର ଦିନଟି

ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ

ଗରମରୁ ସାମାନ୍ୟ ତ୍ରାହି, ଆହୁରି ଦୁଇ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଜାଣନ୍ତୁ କେମିତି ରହିବ ଆଜିର ଦିନ

TAGGED:#horoscope#rashifal#utkal khabar2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?