Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ଶନିବାର ଦିନଟି କେମିତି କଟିବ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଆଜି ଶନିବାର ଦିନଟି କେମିତି କଟିବ ଜାଣନ୍ତୁ

utkala khabar
Last updated: May 31, 2025 10:43 am
utkala khabar
Published May 31, 2025
Share
SHARE

ମେଷ – କୌଣସି ସ୍ଥାନରେ ପରାଜୟ ହାସଲ କରି ପାରନ୍ତି । ଯାନ ବାହାନରେ ନିହାତି ସତର୍କତା ଅବଲମ୍ବନ କରନ୍ତୁ । ମନ ସାମାନ୍ୟ ଅଶାନ୍ତ ରହିବ ।

ବୃଷ -ଜୀବନରେ କରିଥିବା ଭଲ କର୍ମ ଗୁଡ଼ିକର ଫଳ ପ୍ରାପ୍ତ ହେବ । ବ୍ୟାପାର ରେ ଅଧିକ ଲାଭ ଯୋଗ ରହିଛି ।ପୁରୁଣା ଋଣ କୁ ଆଜି ଆପଣ ପରିଶୋଧ କରିବାକୁ ସକ୍ଷମ ହେବେ ।

ମିଥୁନ – ଦୁଶ୍ଚିନ୍ତା ଗ୍ରସ୍ତ ହୋଇ ରହିବେ । ଆର୍ଥିକ ବ୍ୟୟ ହେବ । ବହୁ ପରିଶ୍ରମରେ ଅଳ୍ପ ଲାଭ । ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖା ଯିବ । ଚାଲୁଥିବା କାର୍ଯ୍ୟ ଅଧାରୁ ଅଟକି ଯାଇ ପାରେ ।

କର୍କଟ – ଶ୍ରୀ ଚନ୍ଦ୍ର ହେତୁ ପରିବାରରେ ସୁଖ ସମୃଦ୍ଧି ଲାଗି ରହିବ । ଦିନଟି ଖୁସିରେ କଟିବ  । ବିଦ୍ୟାର୍ଥୀ ମାନେ ଲାଭବାନ ହେବେ । ଚାକିରିରେ ଚାପ ବୃଦ୍ଧି ପାଇ ପାରେ | ଲାଗିଥିବା ସମସ୍ୟାର ସମାଧାନ ହେବ ।

ସିଂହ – ପଥରୋଧ ହେବାର ସମ୍ଭାବନା ରହିଛି । ଅନାବଶ୍ୟକ ବ୍ୟୟ ରେ ପଡ଼ି ପାରନ୍ତି । ବ୍ୟବସାୟ ରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା କୁ ନେଇ ଚିନ୍ତାରେ ରହିବେ ।

କନ୍ୟା – ମନ ପ୍ରସନ୍ନ ରହିବା ସହ ଅର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ଜୀବନ ସୁଖମୟ ହେବ । ଅଯଥା କଳହ କରନ୍ତୁ ନାହିଁ । ସମାଜରେ ନିଜ ନାମକୁ ପ୍ରତିଷ୍ଠା କରିପାରିବେ । ବ୍ୟବସାୟ ପାଇଁ ଦିନଟି ଭଲ ରହିଛି ।

ତୁଳା – କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ । କର୍ମ କ୍ଷେତ୍ର ରେ ପଦୋନ୍ନତି ହୋଇ ପାରେ । ଲାଗି ରହିଥିବା ବିବାଦର ସମାଧାନ ହେବ  । ଦର୍ଶନୀୟ ସ୍ଥାନ କୁ ଭ୍ରମଣ ରେ ଯାଇ ପାରନ୍ତି ।ଯାତ୍ରା ଶୁଭ ହେବ ।

ବିଛା – ମନରେ ବିଷାଦ ସୃଷ୍ଟି ହୋଇ ପାରେ । ଈଶ୍ୱର ବିଶ୍ୱାସୀ ହେବେ । ମନ୍ଦିରକୁ ଦେବ ଦର୍ଶନ ନିମନ୍ତେ ଯାତ୍ରା କରିବେ । କିଛି ପୁରୁଣା ସମସ୍ୟା କୁ ନେଇ ଚିନ୍ତା ରେ ରହି ପାରନ୍ତି । ବ୍ୟବସାୟ ମଧ୍ୟମ ହେବ।

ଧନୁ – ପେଟ ଜନିତ ସମସ୍ୟା ଦେଖା ଦେବ । ଆଣ୍ଠୁ ଗଣ୍ଠି ରେ ଯନ୍ତ୍ରଣା ହୋଇ ପାରେ । ଆର୍ଥିକ ବ୍ୟୟ ହେବ । ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମନ ଅସୁବିଧାରେ ପଡ଼ିବ ।

ମକର – ଭୋଗ ବିଳାସ ରେ ଦିନଟି କଟିବ ।ସର୍ବ କାର୍ଯ୍ୟ ସିଦ୍ଧି ହେବ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାରରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ ।

କୁମ୍ଭ – ଦୁଃସାହସିକ ପଦକ୍ଷେପ ନେବେ । ବ୍ୟବସାୟରେ ଲାଭ ହେବ । ମନ ପ୍ରଫୁଲ୍ଲ ରହିବ ।ବନ୍ଧୁ ମାନଙ୍କ ସହ ଆଜି କିଛି ଅନ୍ତରଙ୍ଗ ମୁହୂର୍ତ୍ତ କାଟିବେ ।

ମୀନ – ଆତ୍ମ ସଞ୍ଜମ ହୋଇ କାର୍ଯ୍ୟ କରନ୍ତୁ । ଆର୍ଥିକ  ଚିନ୍ତା ବୃଦ୍ଧି ପାଇବ । ଶତ୍ରୁ ଭୟ ରହିବ । ଆୟ ଠାରୁ ବ୍ୟୟ ଅଧିକ ରହିବ । ଭ୍ରମଣ ଯୋଗୁଁ ଖର୍ଚ୍ଚାନ୍ତ ହେବେ ।

You Might Also Like

ସନରାଇଜର୍ସ ହାଇଦ୍ରାବାଦ ୪୨ ରନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ହରାଇଲା

ଆସନ୍ତା ୨୪ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ, ଆଜି ବି ବର୍ଷିବ

ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର, ଆଜିର ଦାମ କେତେ ରହିଛି ଦେଖନ୍ତୁ

ଆଜି ହେଉଛି ଗୁରୁବାର କେମିତି କଟିବ ଆଜିର ଦିନଟି ଜାଣନ୍ତୁ

କେମିତି କଟିବ ଆଜିର ଦିନଟି

TAGGED:#astrologer#horoscope#rashifal#UTKALA KHABARAstrology News
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?