Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ’ ୧୫ ଯାଏଁ ବିମାନବନ୍ଦର ବନ୍ଦ ରହିବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ମେ’ ୧୫ ଯାଏଁ ବିମାନବନ୍ଦର ବନ୍ଦ ରହିବ

utkala khabar
Last updated: May 10, 2025 12:23 pm
utkala khabar
Published May 10, 2025
Share
SHARE

ଭାରତ ୧୦/୫ : ମେ ୧୫ ତାରିଖ  ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ଏଭଳି ନିଷ୍ପତ୍ତି ନେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ଭାରତର ଏୟାର ଇଣ୍ଡିଆ ମଧ୍ୟ Xରେ ପୋଷ୍ଟ କରିଛି । ଜମ୍ମୁକାଶ୍ମୀର, ଶ୍ରୀନଗର, ଲେହ, ଯୋଧପୁର, ଅମୃତସର , ଭୁଜ, ଜାମନଗର, ରାଜକୋଟରୁ ଏୟାର ଇଣ୍ଡିଆ ମଧ୍ୟ ନିଜର ସବୁ ବିମାନ ଚଳାଚଳକୁ ବନ୍ଦ କରିଛି । ଏନେଇ ଅପଡେଟ୍ ପାଇଁ ମଧ୍ୟ ବିଭାଗ ଯାତ୍ରୀଙ୍କୁ ଅନୁରୋଧ କରିଛି ।

ଦେଶରେ ମୋଟ ୪୮୭ ଏୟାରପୋର୍ଟ ରହିଛି । ଏଥିରୁ ୧୩୭ଟି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଦ୍ଵାରା ପରିଚାଳିତ ହେଉଛି । ଏଥିରେ ରହିଛି ୩୪ଟି ଅନ୍ତର୍ଜାତୀୟ ଏୟାରପୋର୍ଟ, ୧୦ଟି କଷ୍ଟମ ଏୟାରପୋର୍ଟ ଓ ୧୦୩ ଡୋମେଷ୍ଟିକ୍ ଏୟାରପୋର୍ଟ ରହିଛି । ତେବେ ଖୁବଶୀଘ୍ର ସ୍ଥିତି ସୁଧାର ହେବ ବୋଲି ଆଶା କରାଯାଉଛି ।

You Might Also Like

୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ

ଜାଣନ୍ତୁ କେମିତି ରହିବ ଆଜିର ଦିନ

ଚହଲଙ୍କୁ ପ୍ରଶଂସାରେ ପୋତି ପକାଇଲେ ଆରଜେ ମହବେଶ

ଖରାଦିନେ କାକୁଡ଼ି ଖାଇଲେ ଶରୀର ପାଇଁ କ’ଣ ଫାଇଦା ମିଳିଥାଏ ଜାଣନ୍ତୁ

ହୁ ହୁ ହୋଇ ଜଳିଗଲା ବ୍ୟାଟେରୀ ସ୍କୁଟି

TAGGED:#UTKALA KHABARAirportsFlightIndia-pakisthan warNational news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?