Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୂକମ୍ପ ଝଟକାରେ ଥରିଲା ଜମ୍ମୁ କଶ୍ମୀର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ଭୂକମ୍ପ ଝଟକାରେ ଥରିଲା ଜମ୍ମୁ କଶ୍ମୀର

utkala khabar
Last updated: May 3, 2025 1:48 pm
utkala khabar
Published May 3, 2025
Share
SHARE

ଜାମୁ-କାଶ୍ମୀର ୦୩/୫ : ଜମ୍ମୁ କଶ୍ମୀର ଏବଂ ଗୁଜରାଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୪ ରହିଥିବା ଜଣାପଡିଛି । ସେହିପରି ଜମ୍ମୁରେ ଭୂକମ୍ପର ତୀବ୍ରତା ୨.୭ ରହିଛି । ସେହିପରି ଲେହ-ଲଦାଖରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯେଉଁଥିରେ ଭୂକମ୍ପର ତୀବ୍ରତା ୩.୯ ରହିଛି ।ତେବେ ଭୂକମ୍ପରେ କ୍ଷୟକ୍ଷତିଜନିତ କିଛି ଆକଳନ କରାଯାଇନାହିଁ । ଭୂକମ୍ପ ଝଟକା ପାଇବା ପରେ ଲୋକେ ଘରୁ ବାହାରକୁ ଚାଲିଆସିଥିଲେ ।ସୂଚନାଯୋଗ୍ୟ, ଜିଏସଡିଏମଏ ମୁତାବକ, ଗୁଜରାଟ ଭୂକମ୍ପପ୍ରବଣ ଅଞ୍ଚଳ । ଗତ ୨୦୦ ବର୍ଷ ମଧ୍ୟରେ ୯ଟି ବଡ ଭୂମିକମ୍ପ ଗୁଜରାଟରେ ହୋଇଛି । ୨୦୦୧ରେ କଛରେ ଆସିଥିବା ବଡ଼ ଭୂକମ୍ପ । ଏଥିରେ ପ୍ରାୟ ୧୪ ହଜାର ଲୋକଙ୍କ ପ୍ରାଣ ଚାଲିଯାଇଥିଲା । ୧.୬୭ ଲକ୍ଷ ଲୋକ ବାସହୀନ ହୋଇଥିଲେ ।

 

You Might Also Like

ଚାରି ଅଭିଯୁକ୍ତ ସ୍ୱୀକାର କଲେ ନିଜର ଅପରାଧ , ସୋନମ ମାଷ୍ଟରମାଇଣ୍ଡ

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ଆମେରିକାରେ ବଢୁଛି ମହାମାରୀ H5N1 ଭାଇରସ

ମେ ୧ ତାରିଖରୁ ବଦଳିବ ଏହି ସବୁ ନିୟମ

ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ, ପାସ୍ ହାର ୮୨.୭୭%

TAGGED:#earth quake#UTKALA KHABARGujratjammu kashmirNational news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?