Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଅଧିକ ଚାଷୀ ହେଲେ ଲାଭବାନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଅଧିକ ଚାଷୀ ହେଲେ ଲାଭବାନ

utkala khabar
Last updated: April 30, 2025 12:08 pm
utkala khabar
Published April 30, 2025
Share
SHARE

ରାଜ୍ୟ ୩୦/୪ : ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏହି ସିଏମ କିଷାନ ଟଙ୍କା ମିଳିଛି । ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳିବ । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେବେ ସରକାର ।ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା ।  ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ।  କାଳିଆ ବଦଳରେ ସିଏମ୍ କିଷାନ୍ ଟଙ୍କା ଦିଆଯାଉଛି। ସିଏମ୍ କିଷାନ୍ ଯୋଜନାରେ ରାଜ୍ୟର ପ୍ରାୟ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ।

୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା ।  ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିଛି ଏହି ସିଏମ କିଷାନ ଟଙ୍କା ।୧ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା  ।  ସ୍ୱତନ୍ତ୍ର  ଉତ୍ସବରେ ଡିବିଟି ମାଧ୍ୟମରେ ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ ।  ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳିବ। ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଇଛନ୍ତି ସରକାର ।

 

You Might Also Like

ଭବିଷ୍ୟତରେ ପନିପରିବା ଏବଂ ଡାଲି ଜାତୀୟ ଚାଷରେ ବଳକା ରାଜ୍ୟ ହେବାକୁ ଯାଉଛି ଓଡ଼ିଶା : ଆଇନ ମନ୍ତ୍ରୀ

କରୋନା ନେଲା ୧୧ ଜଣଙ୍କର ମୁଣ୍ଡ

ଜଳୁଛି ସହର ବଢୁଛି ତାତି

ଚଣ୍ଡୀଗଡ଼ କୋର୍ଟରେ ମାମଲା ରୁଜୁ କଲେ ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା

୧୦ ବର୍ଷର ପିଲା ଅପରେଟ୍ କରିପାରିବେ ନିଜର ବ୍ୟାଙ୍କ ଆକାଉଣ୍ଟ

TAGGED:#odisha#UTKALA KHABARCM Kisan moneyCredited to farmers accountFarmers
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?