Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

utkala khabar
Last updated: April 14, 2025 2:52 pm
utkala khabar
Published April 14, 2025
Share
SHARE

କେନ୍ଦୁଝର ୧୪/୦୪ :କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।  ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି  ।  ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ପଣା ସଂକ୍ରାନ୍ତି ଅର୍ଥାତ ଆଜିର ଦିନ ହେଉଛି ଘଟଗାଁ ମା ତାରିଣୀଙ୍କ ପ୍ରସିଦ୍ଧ ଚଇତି ପର୍ବର ମୁଖ୍ୟ ଦିନ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳନ ହେଉଛି ୮୯ତମ ଚଇତି ପର୍ବ । ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ହୋଇଛି । ଲମ୍ବା ଲାଇନରେ ଆସି ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।

ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।  ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି  ।  ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ପଣା ସଂକ୍ରାନ୍ତି ଅର୍ଥାତ ଆଜିର ଦିନ ହେଉଛି ଘଟଗାଁ ମା ତାରିଣୀଙ୍କ ପ୍ରସିଦ୍ଧ ଚଇତି ପର୍ବର ମୁଖ୍ୟ ଦିନ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳନ ହେଉଛି ୮୯ତମ ଚଇତି ପର୍ବ । ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ହୋଇଛି । ଲମ୍ବା ଲାଇନରେ ଆସି ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।

You Might Also Like

ବିରାଟ-ଅନୁଷ୍କାଙ୍କୁ କ’ଣ କହିଲେ ପ୍ରେମାନନ୍ଦ ମହାରାଜ ?

CBSE ବୋର୍ଡ ପରୀକ୍ଷାରେ ଫେଲ୍‌ ହେଲେ ବୈଭବ ସୂର୍ଯ୍ୟବଂଶୀ

ଏପ୍ରିଲରେ ୨.୩୭ ଲକ୍ଷ କୋଟିର ଜିଏସଟି ସଂଗ୍ରହ

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି

ରାଜ୍ୟରେ ଆହୁରି ବଢିବ ତାତି, ୨ରୁ ୪ ଡିଗ୍ରୀ ବଢିପାରେ ପାରଦ

TAGGED:#maa tarini#mohan charan majhi#odisha#odisha cm#UTKALA KHABARKeonjhar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?