Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କରଞ୍ଜିଆ ଉପଖଣ୍ଡରେ ଥମୁନି ହାତୀ ଆତଙ୍କ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

କରଞ୍ଜିଆ ଉପଖଣ୍ଡରେ ଥମୁନି ହାତୀ ଆତଙ୍କ

utkala khabar
Last updated: April 30, 2025 11:38 am
utkala khabar
Published April 30, 2025
Share
SHARE

କରଞ୍ଜିଆ ୩୦/୪ :  କରଞ୍ଜିଆ ଉପଖଣ୍ଡରେ ଥମୁନି ହାତୀ ଆତଙ୍କ ।  ୫୦ ରୁ ଉର୍ଦ୍ଧ୍ବ ଗାଁରେ ନିଦ ହଜାଇଛନ୍ତି ୨୭ ଟିକିଆ ହାତୀପଲ ।  ଗତକାଲି ବିଳମ୍ବିତ ରାତ୍ରରେ କରଞ୍ଜିଆ ରେଞ୍ଜ ବିଭିନ୍ନ ସ୍ଥାନରେ ହାତୀପଲ ଘର ଭାଙ୍ଗିବା ସହିତ ବ୍ୟାପକ କ୍ଷୟକ୍ଷତି କରିଥିବା ସୂଚନା  ।  ଏବେ ହାତୀପଲ ମହୁଳିଆଶୁଲି ଜଙ୍ଗଲରେ ୧୦ ଏବଂ ମୁକୁନା ରେ ୧୭ ଟି ହାତୀ ଥିବାର ସୂଚନା ଦେଇଛନ୍ତି କରଞ୍ଜିଆ ରେଞ୍ଜ ଅଫିସର । ସେହିପରି କିଛି ମାସ ପୂର୍ବରୁ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ପୁର ରେଞ୍ଜ ଲାଖବାହିଲି ପଞ୍ଚାୟତ କାଦମାଲି ଗାଁରେ ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା । ଘରେ ଶୋଇଥିବା ସମୟରେ ହାତୀପଲ ଆସି ଘର ଭାଙ୍ଗିବା ସହ ଆକ୍ରମଣ କରିଥିଲେ। ଜୀବନ ବିକଳରେ କିଛିଲୋକ ଘର ଛାଡ଼ି ପଳାଇ ଯାଇଥିବା ବେଳେ ବୃଦ୍ଧ ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ ହାତୀପଲ ।

 

You Might Also Like

ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ଦିନରେ ଅସହ୍ୟ ଗୁଳୁଗୁଳି, ରାତିରେ କାଳବୈଶାଖୀ, ୨୮ରେ ବଙ୍ଗୋପସାଗରରେ ଲଘୁଚାପ

ଓଜନ କମାଇବ କଞ୍ଚା କଦଳୀ, ଜାଣନ୍ତୁ କିପରି ଡାଏଟରେ ସାମିଲ କରିବେ

କାହାକୁ ଓ କେମିତି ମିଳିବ ଆୟୁଷ୍ମାନ କାର୍ଡ, ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ

ସମ୍ପୂର୍ଣ୍ଣ ଦେଶରେ ନୂଆ ଟୋଲ୍ ପଲିସି ଲାଗୁ ହେବାକୁ ଯାଉଛି

TAGGED:#odisha#UTKALA KHABARElephantKaranjia
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?