Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପୁଣି ବଢିଲା ସୁନା, ଲକ୍ଷେ ମୁହାଁ ଦାମ୍‌
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପୁଣି ବଢିଲା ସୁନା, ଲକ୍ଷେ ମୁହାଁ ଦାମ୍‌

utkala khabar
Last updated: May 21, 2025 11:46 am
utkala khabar
Published May 21, 2025
Share
SHARE

ଭୁବନେଶ୍ୱର ୨୧/୫  : ପୁଣି ଗ୍ରାହକଙ୍କୁ ବଡ ଝଟକା । ମେ’ ୨୧ ଅର୍ଥାତ୍‌ ବୁଧବାର ବଢିଛି ସୁନା ଦର ।୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୪୨୦ ଟଙ୍କା ରହିଛି । ଗତକାଲି ଏaହା ୯୫,୦୨୦ ଟଙ୍କା ଥିଲା । ଏଥିରେ ୨,୪୦୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୩୦୦ ରହିଛି ।

ଗତକାଲି ଏହା ୮୭,୧୦୦ ଥିଲା । ଏଥିରେ ୨,୨୦୦ ଟଙ୍କା ବୃଦ୍ଧି ହୋଇଛି ।୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୦୭୦ ଟଙ୍କା ରହିଛି । ଗତକାଲି ୭୧,୨୭୦ ଟଙ୍କା ରହିଛି । ଏଥିରେ ୧,୮୦୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ସୁନା ଦାମ୍‌ ୧୧,୧୦୦ ଟଙ୍କା ରହିଛି । ଗତକାଲି ଏହା ୧୦,୮୦୦ ଥିଲା । ଏଥିରେ ୩୦୦ ଟଙ୍କା ବୃଦ୍ଧି ହୋଇଛି ।

 

 

You Might Also Like

‘ଛୋରୀ-୨’ କୁ ନେଇ ଚର୍ଚ୍ଚାରେ ଅଛନ୍ତି ନୁସ୍‌ରତ ଭରୁଚା

ଜାଣନ୍ତୁ ଆଜିର କେମିତି କଟିବ ଆପଣଙ୍କ ଦିନ

କେମିତି କଟିବ ଆଜିର ଦିନ

ପ୍ରଥମ କ୍ଵାଲିଫାୟରରେ ପଞ୍ଜାବକୁ ସହଜରେ ହରାଇଲା ବାଙ୍ଗାଲୁରୁ , ଚତୁର୍ଥ ଥର ଫାଇନାଲ୍‌ରେ ପ୍ରବେଶ

ପୁରୀ ନୌସେନା ଦିବସରେ ଯୋଗ ଦେଇଥିଲେ ପ୍ରିୟଙ୍କା

TAGGED:#gold#UTKALA KHABARBusiness newsUpdate price
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?