Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆସନ୍ତା ୨୪ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ, ଆଜି ବି ବର୍ଷିବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆସନ୍ତା ୨୪ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ, ଆଜି ବି ବର୍ଷିବ

utkala khabar
Last updated: April 19, 2025 10:55 am
utkala khabar
Published April 19, 2025
Share
SHARE

ରାଜ୍ୟ ୧୯/୪ : ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ  । ଆସନ୍ତା ୨୪ ତାରିଖ ଯାଏ ଏହି କାଳବୈଶାଖୀର ପ୍ରଭାବ ଲାଗି ରହିବ । ଆହୁରି ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବି କେତେକ ସ୍ଥାନରେ ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟ ଧରଣର ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ରାଜ୍ୟରେ ତାପମାତ୍ରା ଅଧିକ ନହୋଇ, ସ୍ୱାଭାବିକ ଥିବାରୁ ଏହା କାଳବୈଶାଖୀ ପାଇଁ ସୁଯୋଗ ଆଣୁଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ ।

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର ଓ ଢେଙ୍କାନାଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେଇଥିଲା । ମୂଷଳ ବର୍ଷା ଫଳରେ କିଛି ସମୟ ପାଇଁ ଯେମିତି ଅଟକି ଯାଇଥିଲା ରାଜଧାନୀ । ଘଡ଼ଘଡ଼ି ସାଙ୍ଗକୁ ଆରମ୍ଭ ହୋଇଯାଇଥିଲା ତୁହାକୁ ତୁହା ବର୍ଷା ପବନ । ଦିନରେ ସନ୍ଧ୍ୟାରେ ଭ୍ରମ ସୃଷ୍ଟି ହୋଇଥିଲା । ଯିଏ ଯେଉଁଠି ପାରିଥିଲେ ଆଶ୍ରୟ ନେଇଥିଲେ । ଶୂନଶାନ ହୋଇଯାଇଥିଲା ବ୍ୟସ୍ତବହୁଳ ରାସ୍ତା ।

ବର୍ଷା ପବନରେ କେଉଁଠି ଗଛ ଉପୁଡି ପଡିଥିବା ତ ଆଉ କେଉଁଠି ବିଦ୍ୟୁତ ତାର ଛିଣ୍ଡି ଯାଇଥିଲା । ତେଣୁ ବିଭିନ୍ନ ସ୍ଥାନରେ ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା । ତେବେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

You Might Also Like

ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

୩୪ ନିଖୋଜ ଶିଶୁ ଉଦ୍ଧାର

କାଳବୈଶାଖୀ ଯୋଗୁଁ କମିଛି ପାରଦ, ୪ ଦିନ ପରେ ପୁଣି ବଢିବ ତାତି

ମେ ମାସରେ ଆସୁଛି ବାତ୍ୟା “ଶକ୍ତି”

ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ

TAGGED:#kalabaisakhi#odisha#UTKALA KHABAR#weather newsHeavy rainfallRain allert
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?