ରାଜ୍ୟ ୨୧।୫: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଏହା ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ।ପରବର୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ।ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ 12ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।
ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ ।

