Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ

utkala khabar
Last updated: May 28, 2025 11:36 am
utkala khabar
Published May 28, 2025
Share
SHARE

ଭୁବନେଶ୍ବର ୨୮/୫ : ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ । ସକ୍ରିୟ ଲଘୁଚାପ ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ । ଲଘୁଚାପ କ୍ଷେତ୍ର ଉତ୍ତର ଆଡ଼କୁ ଗତି କରି ଆହୁରି ଅଧିକ ଘନୀଭୂତ ହେବ । ଲଘୁଚାପ ପ୍ରଭାବର ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲା ଜଗତସିଂହପୁର, ପୁରୀ, କଟକ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC ।

You Might Also Like

ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ସ୍ୱାସ୍ଥ୍ୟ ସଚିବ : ରାଜ୍ୟରେ କୋଭିଡ ସଂକ୍ରମ ପାଇଁ ବ୍ୟସ୍ତ ହୁଅନ୍ତୁ ନାହିଁ

LOCରେ ପାକିସ୍ତାନର ଗୁଳିମାଡ଼, ମୁହଁତୋଡ ଜବାବ ଦେଲା ଭାରତୀୟ ସେନା

୫୨ ବର୍ଷରେ ପାଦ ଥାପିଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର

ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

TAGGED:#bay of bengal#low pressure#UTKALA KHABAR#weather newsHeavy rainfall
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?