Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଓଲଟିଲା ଯାତ୍ରୀବାହୀ ବସ୍‌, ଜଣେ ମୃତ ୫ ଗୁରୁତର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଓଲଟିଲା ଯାତ୍ରୀବାହୀ ବସ୍‌, ଜଣେ ମୃତ ୫ ଗୁରୁତର

utkala khabar
Last updated: April 28, 2025 10:50 am
utkala khabar
Published April 28, 2025
Share
SHARE

ହେମଗିର ୨୮/୪ : ସୁନ୍ଦରଗଡ଼ ଜିଲ୍ଲାରେ ଘଟିଲା ଅଘଟଣ ।  ଏକ ବସ୍ ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି ।  ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଥାନା ସୀମା ଅନ୍ତର୍ଗତ ଡୁଲିଙ୍ଗା କୋଇଲା ଖଣିକୁ ବସ୍ ଟି ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁଯାୟୀ, ଆଜି ସକାଳେ ବସ୍ ଟି ଶ୍ରମିକମାନଙ୍କୁ ନେଇ ଡୁଲିଙ୍ଗା କୋଇଲା ଖଣିକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।  ଏହା ପରେ  ଆହତ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା । ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।  ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

You Might Also Like

ଭାରତରେ ମିଳୁଛି ଏହି ଶସ୍ତା କାର୍ Maruti Suzuki Alto K10

ଯୁଦ୍ଧକୁ ନେଇ ଛାନିଆ, ଭୟରେ ସେନା ଚାକିରି ଛାଡ଼ୁଛନ୍ତି ପାକିସ୍ତାନୀ ସୈନ୍ୟ

୬ ମ୍ୟାଚ୍‌ରୁ ୫ଟିରେ ପରାଜୟ, ଆଇପିଏଲ ପ୍ଲେଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଆଜିର ଦିନଟି କେମିତି କଟିବ ଜାଣନ୍ତୁ

ଖରାଦିନେ ଖାଆନ୍ତୁ ସପୁରୀ

TAGGED:#odisha#sundargard#UTKALA KHABARbus overturns
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?