Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

utkala khabar
Last updated: April 24, 2025 11:23 am
utkala khabar
Published April 24, 2025
Share
SHARE

ବାଲେଶ୍ୱର ୨୪/୪  : ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର ଲୋକ ଅନ୍ତିମ ଯାତ୍ରାରେ ହେଲେ ସାମିଲ ।  ମୃତ ପ୍ରଶାନ୍ତଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଶାନ୍ତଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ସହ ପ୍ରଶାନ୍ତଙ୍କ ପୁଅର ପାଠପଢ଼ା ଦାୟିତ୍ବ ବି ନେବେ ରାଜ୍ୟ ସରକାର ।  ନିରୀହ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହ ଆତଙ୍କୀଙ୍କ ବର୍ବରତାକୁ ଯେତେ ନିନ୍ଦା କଲେ କମ୍ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  ଧର୍ମ ଆଧାରରେ ହତ୍ୟା କରିବା ଘଟଣାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ତୀବ୍ର ନିନ୍ଦା କରିଛନ୍ତି ।  ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିଲେ ପ୍ରଶାନ୍ତ ।

You Might Also Like

ପୁଣି ବଢ଼ିଲା ସୁନା ଦର

ମାସୁଦ ଆଜହରର ପରିବାର ସଫା ! ଏୟାର ଷ୍ଟ୍ରାଇକରେ ୧୦ ନିହତ

ମୁର୍ଶିଦାବାଦରେ ହିନ୍ଦୁମାନଙ୍କ ହିଂସା ଓ ବିସ୍ଥାପନ ଉପରେ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ

୧୦ ବର୍ଷ ପରେ ପ୍ରଥମ ଥର ପାଇଁ ପରିବର୍ତ୍ତନ ହେଲା Googleର ନୂଆ ଲୋଗୋ

ହୁ ହୁ ହୋଇ ଜଳିଗଲା ବ୍ୟାଟେରୀ ସ୍କୁଟି

TAGGED:#odisha#UTKALA KHABARBalasorePrasant Sathpathy
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?