Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

utkala khabar
Last updated: May 9, 2025 8:16 am
utkala khabar
Published May 9, 2025
Share
SHARE

ପୁରୀ ୦୯/୫ : ଭାରତ ପାକିସ୍ତାନ ଯୁଦ୍ଧକୁ ନେଇ ପୁରୀ ବଡ଼ଦାଣ୍ଡରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ କରାଯାଇଛି । ଶ୍ରୀମନ୍ଦିର ଚାରି ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହେବା ସହ ପୁରୀ ପୋଲିସ ପକ୍ଷରୁ ଗତକାଲି ରାତିରେ ବିଭିନ୍ନ ସ୍ଥାନ ରେ ନାକା ଲଗାଯାଇ ଜୋରଦାର ଚେକିଂ ବ୍ଲକିଙ୍ଗ କରାଯାଇଥିଲା । ଆତଙ୍କୀ ଆକ୍ରମଣକୁ ପ୍ରତିହତ କରିବା ଲାଗି ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତି କରାଯାଇଛି  । ପୁରୀରେ ଥିବା ବିଭିନ୍ନ ହୋଟେଲ ଗୁଡିକୁ ଚେକିଂ କରାଯାଇଛି । ସେହିପରି ଶ୍ରୀ ମନ୍ଦିର ସୁରକ୍ଷା ସହ ଭକ୍ତଙ୍କ ସୁରକ୍ଷା ଲାଗି ମୁତୟନ ଅଛନ୍ତି ସ୍ୱତନ୍ତ୍ର ସୁରକ୍ଷା ବାହିନୀ ।

You Might Also Like

ଚୀନ ଓ ତୁର୍କୀ ‘ମାଇକ୍ରୋବ୍ଲଗିଂ ସାଇଟ୍ ଏକ୍ସ’ କୁ ବ୍ଲକ କରାଗଲା

ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ଖରାଦିନରେ ମୁଁହ ପାଇଁ ଆଲମଣ୍ଡ ଅଏଲ କେତେ ଉପଯୋଗୀ ଜାଣନ୍ତୁ

କେମିତି କଟିବ ଆଜିର ଦିନଟି ଜାଣନ୍ତୁ

TAGGED:#odisha#puri#UTKALA KHABARShree mandira
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?