Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ

utkala khabar
Last updated: April 7, 2025 11:50 am
utkala khabar
Published April 7, 2025
Share
SHARE

ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ ହେବ । ଏହା ପର ମାସରେ GPLF, CPL ଓ BLFଙ୍କୁ ଜିଲ୍ଲାସ୍ତର ଓ ରାଜ୍ୟସ୍ତରରେ ନୂଆ ନିଯୁକ୍ତି ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ଅଛନ୍ତି । ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାକୁ ଆରମ୍ଭ କରିଛନ୍ତି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।

ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ୍ ସହ ଯୋଡ଼ିଥିଲେ କହି ଟାର୍ଗେଟ କରିଛନ୍ତି । ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାକୁ ସୁଯୋଗ ମିଳିବ । ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ଯେଉଁମାନେ ୨ଥର ୪ ବର୍ଷରୁ ଅଧିକ ରହି ସାରିଛନ୍ତି ସେମାନେ ଆଉ ରହି ପାରିବେ ନାହିଁ । ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ସେମାନଙ୍କୁ ବାହାର କରି ନୂଆ ଲୋକ ହେବେ। ପୂର୍ବ ସରକାରରେ ବିନା ରେଜିଷ୍ଟ୍ରେସନରେ SHGକୁ କୋଟି କୋଟି ଟଙ୍କା ଦିଆଯାଇଛି। ରେଜିଷ୍ଟ୍ରେସନ ନ ଥିବାରୁ ଅଡିଟ୍‌ ହୋଇନାହିଁ ବୋଲି ସେ କହିଛନ୍ତି । ଯେଉଁଠି ରେଜିଷ୍ଟ୍ରେସନ ନାହିଁ ଓ ଅଡିଟ ନାହିଁ ତା’ର ଉଦ୍ଦେଶ୍ୟ କ’ଣ ଜଣାପଡୁଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

 

You Might Also Like

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆହୁରି ୩ ଦିନ ଗୁଳୁଗୁଳି, ତାପମାତ୍ରା ୪୦ ଡିଗ୍ରୀ ଉପରେ

ପ୍ରଡ୍ୟୁସର ସଲିମ ଅଖତରଙ୍କ ପରଲୋକ, ୮୨ ବର୍ଷ ବୟସରେ ଦୁନିଆରୁ ବିଦାୟ

ଛାତ୍ରଛାତ୍ରୀମାନେ ମୂଲ୍ୟାଙ୍କନ ପାଇଁ ଆବେଦନ କରିପାରିବେ

କାଳବୈଶାଖୀ ଯୋଗୁଁ କମିଛି ପାରଦ, ୪ ଦିନ ପରେ ପୁଣି ବଢିବ ତାତି

TAGGED:#deputycm#odisha#pravati parida#shggroup#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?