Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: SHG ମହିଳା ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

SHG ମହିଳା ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି

utkala khabar
Last updated: April 16, 2025 10:31 am
utkala khabar
Published April 15, 2025
Share
SHARE

ଭୁବନେଶ୍ଵର ୧୫/୦୪ :୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ଏସଏଚଜି ମହିଳା । ରାଜ୍ଯ ସରକାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି । ଏସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ । ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି ।

 

You Might Also Like

ବିବାହ କରିବାକୁ ଯାଉଛନ୍ତି କି ? ତେବେ ନିଜକୁ ପଚାରନ୍ତୁ ଏହି ୭ଟି ପ୍ରଶ୍ନ

ଆପଣ ଡିପ୍ରେସନରେ ରହୁଛନ୍ତି କି? ତେବେ ଜାଣନ୍ତୁ କ’ଣ ରହିଛି ଏହାର କାରଣ

ରାତିରେ ଲାଇଟ୍ ଲଗେଇକି ଶୋଉଛନ୍ତି କି? ହୋଇଯାଆନ୍ତୁ ସତର୍କ

ଯୁଦ୍ଧ ସାଇରନ୍; ଜାଣନ୍ତୁ ଏହା କିପରି ବାଜେ, କ’ଣ ଦିଏ ସୂଚନା ?

ଆଜି ହେଉଛି : ଏପ୍ରିଲ ୧୧ “ବିଶ୍ଵ ଛେନାପୋଡ ଦିବସ”

TAGGED:#mohan charan majhi#odisha#odisha cm#UTKALA KHABARSwayang sahayak gosthi
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?