Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଗୋଳାବାରୁଦ କାରଖାନାରେ ବିସ୍ଫୋରଣ, ଜଣେ କର୍ମଚାରୀ ଗୁରୁତର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ, ଜଣେ କର୍ମଚାରୀ ଗୁରୁତର

utkala khabar
Last updated: April 9, 2025 12:33 pm
utkala khabar
Published April 9, 2025
Share
SHARE

ଟିଟଲାଗଡ ୦୯ /୦୪: ଗୋଳାବାରୁଦ କାରଖାନାରେ ବିସ୍ଫୋରଣ । ଟିଟଲାଗଡ ଜିଲ୍ଲା ସଇଁତଳା ବଡମାଳ ୟୁନିଟ୍ ୬ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାସାୟନିକ ମିଶ୍ରଣ ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତର କରାଯାଇଛି । ସେପଟେ ନିଆଁକୁ ଆୟତ କରିବାକୁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି ।

You Might Also Like

୨୪ରୁ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର, ପୁରୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜି ଏପ୍ରିଲ ୧ ଉତ୍କଳ ଦିବସ ,ଆଜିର ଦିନରେ ସ୍ୱତନ୍ତ୍ର ପ୍ରଦେଶ ରୂପେ ଜନ୍ମଲାଭ କରିଥିଲା ଓଡ଼ିଶା

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଦୁର୍ବଳ ହେବ ଅବପାତ, ସପ୍ତାହେ ଯାଏଁ ବର୍ଷା ନାହିଁ

ଆସୁଛି ଦୁଇଟି ଲଘୁଚାପ ,ନେଇପାରେ ବାତ୍ୟାର ରୂପ !

TAGGED:#chemical mixing#factory fire#injured#state
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?