Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି

utkala khabar
Last updated: April 16, 2025 10:46 am
utkala khabar
Published April 16, 2025
Share
SHARE

ଭୁବନେଶ୍ୱର ୧୬/୦୪: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି।

ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ର୍ଯ୍ୟ ଦିବସ ରହିଛି ।

You Might Also Like

ଆଜିଠୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୪ଟି ରାଜ୍ୟ ଗସ୍ତ

LOCରେ ପାକିସ୍ତାନର ଗୁଳିମାଡ଼, ମୁହଁତୋଡ ଜବାବ ଦେଲା ଭାରତୀୟ ସେନା

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ତୁର୍କୀ, ତୀବ୍ରତା ୬.୦

ଆଜି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି

TAGGED:#odisha#state#UTKALA KHABARSchoolSummer vacation
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?