Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି

utkala khabar
Last updated: April 16, 2025 10:46 am
utkala khabar
Published April 16, 2025
Share
SHARE

ଭୁବନେଶ୍ୱର ୧୬/୦୪: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି।

ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ର୍ଯ୍ୟ ଦିବସ ରହିଛି ।

You Might Also Like

ମେ ୧୦ ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ସକାଳେ ଖାଲି ପେଟରେ ଉଷୁମ ପାଣି ପିଇବା ଅତ୍ୟନ୍ତ ଲାଭଦାୟକ

ପ୍ରଥମ ଟାଇଟଲ ଆଶାରେ ବେଙ୍ଗାଲୁରୁ-ପଞ୍ଜାବ

ହଟିଲେ ପାକିସ୍ତାନର ସେନାମୁଖ୍ୟ ମୁନିର ଅହମ୍ମଦ

ଜାଣନ୍ତୁ କେମିତି କଟିବ ଆଜିର ଦିନ

TAGGED:#odisha#state#UTKALA KHABARSchoolSummer vacation
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?