Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ

utkala khabar
Last updated: April 26, 2025 12:40 pm
utkala khabar
Published April 26, 2025
Share
SHARE

ପୁରୀ ୨୬/୪ :ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ, ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି । ପୂର୍ବାହ୍ନ ୧୧ ଟା ଠାରୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ବୈଠକ । ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ହେଉଛି ବୈଠକ । ବୈଠକରେ ନିଷ୍ପତ୍ତି ହୋଇଛି ଯେ ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି । ଆସନ୍ତା ୨୯ରୁ ୨୭ ଜୁନ ଯାଏ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । ମହାପ୍ରଭୁଙ୍କ ନୀତିକାନ୍ତି ଯୋଗୁ ବନ୍ଦ ରହିବ ମରାମତି କାର୍ଯ୍ୟ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୈଠକର ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଏସଆଇର ଅଧିକାରୀ, ତଢ଼ାଉ କରଣ,ଦେଉଳ କରଣ,ଭଣ୍ଡାର ମେକାପ ବୈଠକରେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିରଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି ।  ଗ୍ରାନାଇଟ ଫ୍ଲୋରିଂ କାମ ବାକି ଅଛି ।  ୨୭୭ ପଥର ଲାଗିଛ ।  ଭିତର ରତ୍ନଭଣ୍ଡାରରେ ୧୪୮ ଓ ବାହାର ରତ୍ନଭଣ୍ଡାରରେ ୧୧୫ ପଥର ଲାଗିଛି ।

 

 

You Might Also Like

ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଝରକା କବାଟ ବନ୍ଦ କରି ଲୋକଙ୍କୁ ଘରେ ରହିବାକୁ ପରାମର୍ଶ

ଆଜିଠୁ ଖୋଲିବାକୁ ଯାଉଛି କେଦାରନାଥ ମନ୍ଦିର

ଆଜିଠୁ ପୁଣି ୪ ଦିନ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା

ଜଳୁଛି ସହର ବଢୁଛି ତାତି

‘ଭୁବନେଶ୍ୱରରୁ ଆବୁଧାବି’କୁ ସିଧାସଳଖ ଉଡ଼ିବ ବିମାନ

TAGGED:#UTKALA KHABARRath yatraRatnabhandarState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?