Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

utkala khabar
Last updated: May 1, 2025 12:07 pm
utkala khabar
Published May 1, 2025
Share
SHARE

ରାଜ୍ୟ ୦୧/୪ : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା  । ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର , ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ଆଗାମୀ  ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

 

You Might Also Like

୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ବଢ଼ିଲା ସୁନା ଦର, କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍‌

ବାହାନଗା ରେଳ ଦୁର୍ଘଟଣାକୁ ଆଜି ୨ ବର୍ଷ ପୂରିଲା

ସୁଭଦ୍ରା ସର୍ଭେରେ କଲେଜ ଛାତ୍ରୀମାନେ ସାମିଲ ହେବେ

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ

TAGGED:#kalabaisakhi#odisha#weather newsRain allert
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?