Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୧୦ ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମେ ୧୦ ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

utkala khabar
Last updated: May 2, 2025 5:59 pm
utkala khabar
Published May 2, 2025
Share
SHARE

ଓଡ଼ିଶା ୦୨/୪ : ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୧୦ ଏବଂ ୧୧ ତାରିଖରେ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ପ୍ରଦାନ କରିଛନ୍ତି ।ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।

ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ । ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ । ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଭୁବନେଶ୍ୱର ଆସି ଜନତା ମଇଦାନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ଭିତରେ ରାଜ୍ୟର କିଛି ନେତୃତ୍ୱଙ୍କ ସହ ଆଲୋଚନା କରି ପାରନ୍ତି ଶାହ ।

 

 

You Might Also Like

ଦିଘା ଜଗନ୍ନାଥ ଧାମକୁ ନେଇ ତେଜିଲା ରାଜନୀତି ; ବିବାଦରେ ରାମକୃଷ୍ଣ

ଜାଣନ୍ତୁ ଆଜିର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ

ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର

କେମିତି କଟିବ ଆଜିର ଦିନ ଜାଣନ୍ତୁ

ପୋଷ୍ଟ ମ୍ୟାଚ ପ୍ରେଜେଣ୍ଟେସନରେ କୁଲଦୀପଙ୍କଠୁ ଚାପୁଡା ଖାଇଲେ ରିଙ୍କୁ ସିଂ

TAGGED:#odisha visit#UTKALA KHABARAmit ShahUnion Minister
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?